ଶ୍ରମିକଙ୍କୁ ଶୋଷଣ ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ: ଦାବିପତ୍ର ପ୍ରଦାନ

କେନ୍ଦୁଝର,୪।୬( ସ୍ବ.ପ୍ର.):ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ଜଜାଙ୍ଗ ଖଣିରେ ଶ୍ରମିକଙ୍କୁ ଶୋଷଣ ପ୍ରତିବାଦରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗତ ୧ ଜାନୁୟାରୀ ୨୦୧୬ ମସିହାରୁ ଶ୍ରମିକଙ୍କୁ ବର୍ଦ୍ଧିତ ଦରମା ପ୍ରଦାନ, ବେଆଇନ ସଭ୍ୟ ଚାନ୍ଦା ଓ ସ୍ବତନ୍ତ୍ର ଚାନ୍ଦା ଆଦାୟ ବନ୍ଦ, ଶ୍ରମିକଙ୍କୁ ପରିଚୟପତ୍ର, ନିଯୁକ୍ତିପତ୍ର ଓ ମଜୁରି ଚିଠା ପ୍ରଦାନ, ଶିକ୍ଷିତ ଯୁବକଯୁବତୀଙ୍କୁ ନିଯୁକ୍ତି, ୧୪୪ ଧାରା ଲାଗୁ ସତ୍ତ୍ୱେ ବାହାର ଶ୍ରମିକଙ୍କୁ କାମରେ ନିୟୋଜିତ କରିବା ପ୍ରତିବାଦରେ ଆନ୍ଦୋଳନ କରାଯାଇଛି ବୋଲି ସଂଘ ସଭାପତି କହିଛନ୍ତି। ଏ ନେଇ ଏକ ଦାବି ପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri