ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ସୋନପୁର ସମେତ ରାଜ୍ୟ ବାହାର ଛତିଶଗଡ଼, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରୁ ହଜାର ହଜାର ବୋଲବମ ଭକ୍ତ କୋରାପୁଟଠରେ ପହଞ୍ଚିଛନ୍ତି। କୋଲାବ ଜଳଭଣ୍ଡାରରୁ ଜଳ ସଂଗ୍ରହ କରି ଜିଲାର ବୈପାରିଗୁଡ଼ା ବ୍ଲକରେ ଥିବା ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର, ଶାବର ଶ୍ରୀକ୍ଷେତ୍ରର ଶାବରେଶ୍ୱର, ଅର୍ଦ୍ଧନାରୀଶ୍ୱର, ବାବା ଆଖଣ୍ଡଳମଣି ଆଦି ମନ୍ଦିର ଯାଇ ଲମ୍ବା ଲାଇନରେ ଅପେକ୍ଷା କରି ମହାଦେବଙ୍କ ଉପରେ ଜଳଲାଗି କରିଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri