ଶ୍ରୀକ୍ଷେତ୍ରରୁ ଅର୍ନ୍ତରାଷ୍ଟ୍ରୀୟ ଯୁବଯାତ୍ରାର ଶୁଭାରମ୍ଭ

ପୁରୀ ଅଫିସ, ୨୪ା୭: ଯୁବ ସାମାଜିକ ଅନୁଷ୍ଠାନ ସିନର୍ଜି ଟ୍ରଷ୍ଟ ଆନୁକୂଲ୍ୟରେ ପ୍ରଥମ ଅର୍ନ୍ତରାଷ୍ଟ୍ରୀୟ ଯୁବ ସଂଯୋଗ କାର୍ଯ୍ୟକ୍ରମ ତଥା ସପ୍ତମ ଯୁବଯାତ୍ରା ବୁଧବାର ଶ୍ରୀକ୍ଷେତ୍ରରୁ ଆରମ୍ଭ ହୋଇଛି। ସିଂହଦ୍ୱାର ଆଗରେ ଦ୍ୱୀପ ପ୍ରଜ୍ଜ୍ୱଳନ ପୂର୍ବକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରାଯାଇ ଏହାର ଶୁଭାରମ୍ଭ ହୋଇଛି। ଏହି ଯୁବଯାତ୍ରା ନେପାଳ ଅଭିମୁଖେ ଯାତ୍ରା କରିଛି। ଟ୍ରଷ୍ଟ ସମ୍ପାଦକ ସଚ୍ଚିନନ୍ଦନ ଦାସ, ଜଗନ୍ନାଥ ଷଢଙ୍ଗୀ, ଭବାନୀ ପ୍ରସାଦ ଦାଶଙ୍କ ନେତୃତ୍ୱରେ ଏହି ଯାତ୍ରାରେ ଦେଶରୁ ୮୫ଜଣ ଯୁବକ ଯୋଗଦାନ କରିଛନ୍ତି। ଯୁବ ବ୍ୟକ୍ତିତ୍ୱ ବିକାଶ, ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର, ଉଭୟ ଦେଶ ମଧ୍ୟରେ ସଂସ୍କୃତି, ପରମ୍ପରା ଏବଂ ଭାବର ଆଦାନ ପ୍ରଦାନ ଲକ୍ଷ୍ୟରେ ଆୟୋଜିତ ଏହି ଯୁବଯାତ୍ରା ଆସନ୍ତା ୨୮ତାରିଖରେ ନେପାଳର ରାଜଧାନୀ କାଠମାଣ୍ଡୁରେ ପହଞ୍ଚତ୍ବ। ସେହିଦିନ ସେଠାରେ ଯୁବ ସଂଯୋଗ କାର୍ଯ୍ୟକ୍ରମ ତଥା ଯୁବଯାତ୍ରାର ଉଦ୍‌ଘାଟନ କରାଯିବ। ଏଥିରେ ନେତୃତ୍ୱ, ଦକ୍ଷତା ବିକାଶ, ପରିବେଶ ସୁରକ୍ଷା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଆସନ୍ତା ଅଗଷ୍ଟ ୧୧ରେ ଏହା ଉଦ୍‌ଯାପନ ହେବ ବୋଲି ଟ୍ରଷ୍ଟ ସଭାପତି କୃଷ୍ଣଚନ୍ଦ୍ର ପାଢୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri