ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା

ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ। ଏଥିପାଇଁ ଗୁରୁବାରଠାରୁ ଚାପ କାମ ଆରମ୍ଭ ହୋଇଛି। କେବଳ ଯାହା ମହାପ୍ରଭୁଙ୍କୁ ଅପେକ୍ଷା। ତିନିରଥର ମହାରଣା ଓ ଭୋଇ ସେବକମାନେ ଚାପ ନିର୍ମାଣ କାମରେ ଲାଗିଛନ୍ତି। ପ୍ରଥମ ଦିନରେ ଦୁଇଟି ଲେଖାଏ ଡଙ୍ଗାକୁ ଯୋଡ଼ି ଦୁଇଟି ଚାପ (ନନ୍ଦା ଓ ଭଦ୍ରା) ପ୍ରସ୍ତୁତ କରାଯାଇଛି। ନନ୍ଦା ଚାପରେ ମଦନମୋହନ, ଶ୍ରୀଦେବୀ, ଭୂଦେବୀ ଏବଂ ଭଦ୍ରା ଚାପରେ ରାମକୃଷ୍ଣ ଏବଂ ପଞ୍ଚମହାଦେବ ବିଜେ କରି ଚାପ ଖେଳିଥାନ୍ତି। ବୈଜୟନ୍ତୀ ଡଙ୍ଗାରେ ତେଲିଙ୍ଗି ବାଜା ବଜାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri