ଶ୍ରୀକ୍ଷେତ୍ରରେ ଲଜ୍ଜା: ବସ୍‌ ଭିତରେ ନାବାଳିକାଙ୍କୁ ବଳାତ୍କାର, ହେଲପର ଅଟକ

ପୁରୀ ଅଫିସ, ୯।୭: ଚାଲିଛି ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା। ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଛି। ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ୨୪ ଘଣ୍ଟିଆ ପୋଲିସ ଡ୍ୟୁଟି କରୁଛନ୍ତି। ଏହା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ଘଟିଛି ଏକ ଲଜ୍ଜାକର ଘଟଣା। ଗୁଣ୍ଡିଚା ମନ୍ଦିର ନିକଟ ବସ୍‌ଷ୍ଟାଣ୍ଡରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏକ ବସ୍‌ ହେଲ୍‌ପର ବସ୍‌ ଭିତରେ ନାବାଳିକାଙ୍କୁ ବଳାତ୍କାର କରିଛନ୍ତି। ନାବାଳିକା କୌଣସିମତେ ସେଠାରୁ ଖସିଆସିବା ପରେ ବସ୍‌ଷ୍ଟାଣ୍ଡ ପରିସରରେ ବୁଲୁଥିଲେ। କୁମ୍ଭାରପଡ଼ା ପୋଲିସ ଖବର ପାଇଁ ପୀଡ଼ିତା ନାବାଳିକାଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ନାବାଳିକାଙ୍କ ଅଭିଯୋଗ ଆଧାରରେ ପୋଲିସ ୧୩୭/୧୯ରେ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ହେଲପରଙ୍କୁୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri