ଅନ୍ଧାରରେ ତିନି ରଥ

ପୁରୀ ଅଫିସ,୨୩।୬: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ହୋଇଥିଲା। ଫଳରେ ପ୍ରାୟ ଦେଢ଼ ଘଣ୍ଟା  ଧରି ମହାପ୍ରଭୁ ଅନ୍ଧାରରେ ରହିଥିଲେ । କୌଣସି ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଅନ୍ଧାରରେ ତିନି ରଥ ରହିଥିବା ସୂଚନା ମିଳିଥିଲା।

ପ୍ରକାଶ ଯେ, ପରମ୍ପରାନୁଯାୟୀ ମହାପ୍ରଭୁଙ୍କ ନୀତିକାନ୍ତି ପ୍ରାତଃରୁ ଅନୁଷ୍ଠିତ ହୋଇଥିଲା। କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଘୋଷଯାତ୍ରା ଅନୁଷ୍ଠିତ ହୋଇଥିଲା। ବିଧି ମୁତାବକ ଛେରାପହଁରା ପରେ ରଥଟଣା କାର୍ଯ୍ୟ ସମାପନ ହୋଇଥିଲା। ପ୍ରଥମେ ବଡ଼ ଠାକୁର ୩ଟା ୫୨ ମିନିଟ୍‌ରେ , ୪ଟା ୧୧ ମିନିଟ୍‌ରେ ଦେବୀ ସୁଭଦ୍ରା, ୫ଟା ୧୦ରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri