ଶ୍ରୀଜୀଉଙ୍କୁ ଦର୍ଶନ କଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୪।୭: ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଗୁରୁବାର ରଥରେ ଚତୁର୍ଦ୍ଧାମୁର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନରେ ପହଞ୍ଚିବା ପରେ ଶଙ୍କରାଚର୍ଯ୍ୟ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ରଥ ପରିକ୍ରମା କରିଛନ୍ତି।

ତେବେ ପୂର୍ବାହ୍ନରେ ବିଗ୍ରହମାନଙ୍କୁ ଧାଡ଼ି ପହଣ୍ଡିରେ ଅଣାଯାଇ ରଥାରୂଢ଼ କରାଯାଇଛି। ଏହା ପରେ ମଦନମୋହନ ବିଜେ ନୀତି ପରେ ଛେରାପହଁରା କରାଯିବ। ନୀର୍ଘଣ୍ଟ ସମୟାନୁଯାୟୀ ୨ଟା ୩୦ରେ ଏହି ନୀତି ବଢ଼ି ୪ଟାରେ ରଥଟଣା ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri