ଶ୍ରୀଦେବୀଙ୍କ ପ୍ରାର୍ଥନା ସଭାରେ ଯୋଗ ଦେବାକୁ ଏକାକି ଗଲେ ବୋନି

ମୁମ୍ବାଇ: ବଲିଉଡ୍‌ ଚାନ୍ଦନି ଗର୍ଲ ଶ୍ରୀଦେବୀଙ୍କ ମୃତ୍ୟୁକୁ ୨ ବର୍ଷ ପୂରଣ ହୋଇ ସାରିଛି। ଏଥିପାଇଁ ତାଙ୍କ ଘର ଚେନ୍ନାଇରେ ଏକ ସ୍ବତନ୍ତ୍ର ପ୍ରାର୍ଥନା ସଭାର ଆୟୋଜନ କରାଯାଇଥିବା ସୂଚନା ମିଳିଛି। ଆଉ ଏଥିପାଇଁ ଶ୍ରୀଦେବୀଙ୍କ ସ୍ବାମୀ ବୋନି କପୁର ବିଳମ୍ବିତ ରାତିରେ ମୁମ୍ବାଇରୁ ଚେନ୍ନାଇ ଗସ୍ତ କରିଥିବା କୁହାଯାଉଛି। ସୋମବାର ବିଳମ୍ବିତ ରାତିରେ ବୋନି ମୁମ୍ବାଇ ବିମାନ ବନ୍ଦରରେ ସ୍ପଟ ହୋଇଥିବା ବେଳେ ସେ ବୋଧହୁଏ ଝିଅ ଜାହ୍ନବୀ ଓ ଖୁସିଙ୍କ ବିନା ଚେନ୍ନାଇ ଗସ୍ତ କରିଛନ୍ତି ବୋଲି କୁହାଯାଉଛି। ତେବେ ଏମାନେ ଉକ୍ତ ପ୍ରାର୍ଥନା ସଭାରେ ଯୋଗ ଦେବେ କି ନା ସେ ସମ୍ପର୍କରେ କୌଣସି ସଠିକ୍‌ ଖବର ମିଳିନାହିଁ। ସୂଚନାଯୋଗ୍ୟ, ଦୁବଇର ଏକ ହୋଟେଲରେ ଥିବା ବାଥ୍‌ଟବରେ ବୁଡି ୨ ବର୍ଷ ତଳେ ଶ୍ରୀଦେବୀଙ୍କ ମୃତ୍ୟୁ ହୋଇଥିଲା। ଫେବୃୟାରୀ ୨୪ରେ ତାଙ୍କର ପରଲୋକ ହୋଇଥିବା ବେଳେ ଚଳିତ ବର୍ଷ ଝିଅ ଜାହ୍ନବୀ ମା’ ଶ୍ରୀଦେବୀଙ୍କ ସହ ଏକ ଫଟୋ ଶେୟାର କରି ଇମୋଶନାଲ ବାର୍ତ୍ତା ମଧ୍ୟ ପୋଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri