Posted inଜାତୀୟ

ଶ୍ରୀନଗର ପହଞ୍ଚିଲେ ୟୁରୋପିଆନ୍‌ ପ୍ରତିନିଧି ଦଳ

ଜମ୍ମୁ,୨୯।୧୦: ୟୁରୋପିଆନ୍‌ ୟୁନିୟନର ୨୮ ଜଣ ସାଂସଦ ଜମ୍ମୁ-କଶ୍ମୀର ଗସ୍ତକୁ ନେଇ ମଙ୍ଗଳବାର ଶ୍ରୀନଗରରେ ପହଞ୍ଚିଛନ୍ତି। ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଏହା କୌଣସି ବିଦେଶି ପ୍ରତିନିଧି ଦଳଙ୍କ ପ୍ରଥମ ଗସ୍ତ। ଏମାନେ ସେଠାରେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିବା ସହ ଅଧିକାରୀ ଓ ସାଧାରଣ ଜନତାଙ୍କ ସହ ମିଶିବେ ବୋଲି କୁହାଯାଉଛି। ଏହାସହ ଏମାନେ ଶ୍ରୀନଗରର ପ୍ରସିଦ୍ଧ ଡାଲ ହ୍ରଦ ମଧ୍ୟ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଏହି ପ୍ରତିନିଧି ମଣ୍ଡଳ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ସାକ୍ଷାତ୍‌ କରିଥିଲେ। ଏହି ସମୟରେ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ଆଲୋଚନା ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri