ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୨ା୬: ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ କରାଯାଏ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ଗୁରୁବାର ଏଏସ୍‌ଆଇର ୪ ଜଣିଆ ବୈଷୟିକ ଟିମ୍‌ ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ସିଂହଦ୍ୱାର କାମ ଆରମ୍ଭ ହୋଇଛି। ପିତ୍ତଳ ଦ୍ୱାରକୁ ଖୋଲାଯାଇ ରୁପା ଲଗାଯିବ। ମୁମ୍ବାଇର ଜଣେ ଦାତା ଏହାକୁ ଦାନ କରିଛନ୍ତି। ଏହା ପରେ ଗର୍ଭଗୃହ ଯାଞ୍ଚ କରାଯାଇଛି।

ଶ୍ରୀମନ୍ଦିର ଗର୍ଭଗୃହ ମୂଷା ସମସ୍ୟାର ସ୍ଥାୟୀ ପ୍ରତିକାର ଲାଗି ପ୍ରତ୍ନତତ୍ତ୍ବ ବିଭାଗ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ମୂଷାମାନଙ୍କର ପ୍ରବେଶ ପଥ ବନ୍ଦ ସହ ଘଉଡ଼ାଇବା ପାଇଁ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ରଥଯାତ୍ରା ଶେଷପୂର୍ବରୁ ଏହି କାମ ସରିଛି। ଏନେଇ ପୂର୍ବରୁ ପ୍ରତ୍ନତତ୍ତ୍ବ ବିଭାଗ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ଆଲୋଚନା ପରେ  ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri