ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା

ପୁରୀ ଅଫିସ,୬।୯: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଆଦର୍ଶ ଗୁରୁକୁଳ, ଜଗନ୍ନାଥଙ୍କ ଜମିଜମା, ନୀତି ଆଦି ସମୀକ୍ଷା ହେବ। ଏହି ବୈଠକରେ ନୂଆ ମୁଖ୍ୟ ପ୍ରଶାସକ ଡା. କ୍ରିଷନ କୁମାର, ଜିଲାପାଳ ବଲଓ୍ବନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାସଙ୍କ ସମେତ ପରିଚାଳନା କମିଟିର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଅଛନ୍ତି। ତେବେ ମେଘନାଥ ପାଚେରୀ କଡ଼ରୁ ୭୫ ମିଟର ଉଚ୍ଛେଦ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri