ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ: ଚାହାଣି ମଣ୍ଡପରେ ଯୁବକ ଫୋନରେ କଥା ହେବା ଫଟୋ ଭାଇରାଲ

ପୁରୀ ଅଫିସ,୨୧।୧୨: ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ଜଣେ ଯୁବକ ଫୋନରେ କଥା ହେବାର ଫଟୋ ଶନିବାର ଭାଇରାଲ ହୋଇଛି। ଫଳରେ ମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କଡ଼ା ସୁରକ୍ଷା ବଳୟ ଅତିକ୍ରମ କରି କିଭଳି ଯୁବକ ଫୋନରେ କଥା ହେଲେ ତାହାକୁ ନେଇ ପ୍ରଶ୍ନ ଉଠିଛି। ଏପରିକି ସୁରକ୍ଷାକର୍ମୀଙ୍କ ସହ ଜେଟିପି ଥାଇ ମଧ୍ୟ କିଭଳି ଫୋନ ଭିତରକୁ ଗଲା ତାହା ତଦନ୍ତ ସାପେକ୍ଷ ବୋଲି କୁହାଯାଉଛି। ଅନେକ ଥର ଏଭଳି ଘଟଣା ଘଟୁଥିଲେ ହେଁ ବିଭାଗୀୟ ଅଧିକାରୀ ଏ ଦିଗରେ ଧ୍ୟାନ ଦେଉ ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri