ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ କରିଥିବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ସିଂହଦ୍ୱାର ପୋଲିସ ମଙ୍ଗଳବାର ଅଟକ ରଖିଛି। କରୋନା ମୁକାବିଲା ପାଇଁ ଗତ ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ମାତ୍ର ଗତ ରବିବାର ସନ୍ଧ୍ୟାରେ ଆଇଆଇସି ଜେନା ସପରିବାର ଦର୍ଶନ ପାଇଁ ଯାଇଥିଲେ। ଦକ୍ଷିଣ ଦ୍ବାର ଦେଇ ଭିତରକୁ ଯିବାବେଳେ କାର୍ଯ୍ୟରତ ପୋଲିସ କର୍ମଚାରୀ ତାଙ୍କୁ ବାରଣ କରିଥିଲେ। ମାତ୍ର କିଛି ନ ଶୁଣି ସେମାନେ ଭିତରକୁ ଯାଇଥିଲେ। ସମ୍ପୃକ୍ତ ପୂଜାପଣ୍ଡା ସେବକ ତାଙ୍କୁ ପ୍ରବେଶ କରାଇବାରେ ସହଯୋଗ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସିଂହଦ୍ୱାର ଥାନାରେ ଆଇଆଇସି ଜେନା, ତାଙ୍କ ସ୍ତ୍ରୀ ଏବଂ ଶ୍ୟାମ ପୂଜାପଣ୍ଡାଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଲିସ ମଙ୍ଗଳବାର ସମ୍ପୃକ୍ତ ପୂଜାପଣ୍ଡା ସେବକଙ୍କୁ ଆଣି ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ: ବ୍ରେନ୍ ଷ୍ଟ୍ରୋକ୍ ସ୍ୱାମୀଙ୍କୁ ପିଠିରେ ବୋହି ମେଡିକାଲ୍ ଆଣିଲେ ପତ୍ନୀ, ଭାଇରାଲ୍ ହେଉଛି କରୁଣ ଚିତ୍ର

ମୁମ୍ବାଇ,୮ା୬: ମହାରାଷ୍ଟ୍ରର ଆକୋଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ୱାମୀଙ୍କୁ ପିଠିରେ ବୋହି ଡାକ୍ତରଖାନା ନେଇଥିଲେ । ସ୍ୱାମୀଙ୍କୁ ବ୍ରେନ୍…

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି…

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…

ଭୁବନେଶ୍ୱର, ୮।୬: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର  କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri