ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୭।୧୦: ଶାରଦୀୟ ଦଶହରା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବିଭିନ୍ନ ଶକ୍ତିପୀଠ ଏବଂ ପୂଜାମଣ୍ଡପରେ ମା’ଙ୍କୁ ଆବାହନୀ କରାଯାଉଛି। ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଛି। ସୋମବାର ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ନବମୀ ପୂଜା ଚାଲିଛି। ଏପଟେ ଶ୍ରୀମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳୁଛି। ସକାଳୁ ସକାଳୁ ବିିଭିନ୍ନ ପୂଜା ମଣ୍ଡପ ସମେତ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଥିଲା। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଶ୍ରଦ୍ଧାଳୁମାନେ ବିଭିନ୍ନ ମଣ୍ଡପକୁ ଯାଇ ମା’ ଗୋଶାଣୀ, ନାଗା ମୂର୍ତ୍ତି ବୁଲି ଦେଖୁଛନ୍ତି। ଶ୍ରୀକ୍ଷେତ୍ରରେ ଗୋଶାଣୀ ପୂଜା ଏକ ସ୍ବତନ୍ତ୍ରତା ବହନ କରୁଥିବାରୁ ପୂଜାମଣ୍ଡପ ଗୁଡିକରେ ପ୍ରତ୍ୟେହ ଗହଳି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?