ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ନୟାଗଡ଼ ଅଫିସ,୧୯ା୯: ନୟାଗଡ଼ ସଦର ଥାନା ବାଲୁଗାଁ ସଅର ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ କାଳିଆ ନାୟକ(୪୫)ଙ୍କ ଭାଇ ଏପରି ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଫତେଗଡ଼ ଥାନା ମିଟୁଆଣି ଗାଁର କାଳିଆ ବାଲୁଗାଁ ସଅରସାହି ଶ୍ୱଶୁର ଘରେ ରହୁଥିଲେ। ତେବେ ସ୍ଥାନୀୟ ଅଞ୍ଚଳ ଏବଂ ଭୁବନେଶ୍ୱରରେ ରହି ସେ କାମକରି ପରିବାର ଚଳାଉଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri