ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି ବିଶେଷ ଉପକାରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ନାମକ ତତ୍ତ୍ୱ ରହିଛି ଯେଉଁଥିରେ ଭରପୂର ମାତ୍ରାରେ ଭିଟାମିନ୍‌ ଇ ଓ ସି ବ୍ୟତୀତ କ୍ୟାରୋଟିନ ମିଳିଥାଏ। ତେବେ ଜାଣନ୍ତୁ  ଏପରି କିଛି ଖାଦ୍ୟ ବିଷୟରେ ଯାହା ଶ୍ୱାସ ରୋଗୀଙ୍କ ପାଇଁ ଉପକାରୀ।
ଭିଟାମିନ୍‌ ଡି : ସୂର୍ଯ୍ୟଙ୍କ କିରଣରୁ ଆମକୁ ଭରପୂର ମାତ୍ରାରେ ଭିଟାମିନ୍‌ ଡି ମିଳିଥାଏ। କିନ୍ତୁ କିଛି ଏପରି ଖାଦ୍ୟ ରହିଛି ଯେଉଁଥିରେ ଭିଟାମିନ୍‌ ଡି ଭରପୂର ମାତ୍ରାରେ ମିଳିଥାଏ। ଏହା ମଧ୍ୟରୁ ସାଲମନ, ଅଣ୍ଡା, କ୍ଷୀର, କମଳା ଜୁସ୍‌ ଆପଣ ଖାଇପାରିବେ। ଏହା ଆପଣଙ୍କ ଇମ୍ୟୁନିଟି ସିଷ୍ଟମକୁ ଠିକ୍‌ କରିବା ସହିତ ବିଷାକ୍ତ ତତ୍ତ୍ୱରୁ ରକ୍ଷା କରିପାରିବ। ଯେଉଁମାନଙ୍କ ମଧ୍ୟରେ ଭିଟାମିନ୍‌ ଡିର ଅଭାବ ଥାଏ ସେମାନଙ୍କୁ ଶ୍ୱାସ ହେବାର ବେଶୀ ଆଶଙ୍କା ଥାଏ।
ମାଛ : ମାଛରେ ଭରପୂରମାତ୍ରାରେ ଓମେଗା ଥାଏ। ଏହି କାରଣରୁ ମାଛ ଶ୍ୱାସରୋଗୀଙ୍କ ପାଇଁ ବହୁତ ଉପକାରୀ।
ଟମାଟୋ: ଶ୍ୱାସରୋଗୀଙ୍କ ପାଇଁ ଟମାଟୋ ବହୁତ ଉପକାରୀ ଓ ଏଥିରେ ଲାଇସୋପେନ୍‌ ନାମକ ତତ୍ତ୍ୱ ମିଳିଥାଏ। ଏହି ତତ୍ତ୍ୱ ନିଃଶ୍ୱାସ ନେବାର ସମସ୍ୟାକୁ ଅନେକ ମାତ୍ରାରେ ଠିକ୍‌ କରିଥାଏ।
ନଟ୍‌ସ ଓ ମଞ୍ଜିଜାତୀୟ : ଭିଟାମିନ୍‌ ଇ ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ବୋଲି ଅନେକ ଜାଣିଥାନ୍ତି। ସେଥିପାଇଁ ଆପଣ ବାଦାମ,ଅଖରୋଟ କଞ୍ଚା ମଞ୍ଜି ବ୍ୟତୀତ ବ୍ରୋକଲୀ ବା କଞ୍ଚା କଦଳୀ ପରି ପରିବା ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri