ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଗ୍ରାମରକ୍ଷୀ ଅଟକ

ରଣପୁର,୧୭।୧୨(ସ୍ବ.ପ୍ର.): ଷଷ୍ଠଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ନୟାଗଡ ଜିଲା ରଣପୁର ଥାନା ରଘୁନାଥପୁର ଅଞ୍ଚଳର ଗ୍ରାମରକ୍ଷୀ ରମେଶ ଚନ୍ଦ୍ର ବିଶ୍ୱାଳ ଅଟକ ଅଛନ୍ତି। ମଙ୍ଗଳବାର ଛାତ୍ରୀଜଣଙ୍କ ସ୍କୁଲକୁ ଯାଉଥିବାବେଳେ ଚକୋଲେଟ ଦେଇ ଗ୍ରାମରକ୍ଷୀ ଅସଦାଚରଣ କରିଥିଲେ। ଛାତ୍ରୀଙ୍କ ମା’ବାପା ଗ୍ରାମରକ୍ଷୀଙ୍କୁ କାବୁ କରି ରଣପୁର ଥାନାରେ ପହଞ୍ଚି ପୋଲିସ ଜିମା ଦେଇଥିଲେ। ପୋଲିସ ଗ୍ରାମରକ୍ଷୀଙ୍କୁ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଘର ସିଡି ପାହାଚରୁ ଖସିପଡ଼ିଲେ, ଚାଲିଗଲା ଆଇଟିଆଇ ଛାତ୍ରଙ୍କ ଜୀବନ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିର ଆଦିତ୍ୟ ମହାରଣା (୧୭) ଘର ଛାତ ସିଡ଼ି ପାହାଚରୁ ଖସି ସୋମବାର ଅପରାହ୍ନ…

ଡିଜିଟାଲ ଇଣ୍ଡିଆ ନାରା ପ୍ରହସନ: ନେଟୱର୍କ ପାଇଁ ଗଛ ଉପରେ ମଞ୍ଚା, ବିପଦସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି କୋମଳମତି ଶିଶୁ

ଥୁଆମୂଳ ରାମପୁର,୫।୫ (ଦୁର୍ଗା କୀର୍ତ୍ତି): ସମଗ୍ର ଦେଶରେ ଡିଜିଟାଲ ବିପ୍ଳବ ଓ ୫-ଜି ସେବାର ଜୟଗାନ କରାଯାଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରୁ ଆସିଛି…

ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପ୍ରୋଭିଜନାଲ ପେନସନ ପ୍ରଦାନ କର…

ହାଟଡିହୀ/ଛେନାପଦୀ,୫।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ନରହରି ନାୟକଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରିବା ପାଇଁ ମାନ୍ୟବର ଓଡିଶା ହାଇକୋର୍ଟ…

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର…

କୋଟିଆରେ ସ୍ଥାପନ ହେଲା ଦେବୀ ସୁଭଦ୍ରାଙ୍କ ରଥର ଚକ

କୋରାପୁଟ/ ପଟାଙ୍ଗି , ୫/୫(ଅମିତାଭ ବେହେରା/ ଶରତ ଧଳ ) ମଙ୍ଗଳବାର ପୂର୍ବାହ୍ନରେ କୋରାପୁଟ ଜିଲାର ସୀମାନ୍ତ କୋଟିଆ ଜଗନ୍ନାଥ ମନ୍ଦିରରେ ଦେବୀ ସୁଭଦ୍ରାଙ୍କ ରଥର ଚକ…

ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହତ୍ୟା ବଞ୍ଚାଇ ପାରିଲାନି ପୋଲିସ, ଦିଅର ଅଟକ

ହିଞ୍ଜିଳିକାଟୁ, ୫।୫(ଦ୍ବିତୀକୃଷ୍ଣ ପଣ୍ଡା): ପ୍ରେମ ବିବାହ କରି ନିଜ ଅଧିକାର ପାଉ ନଥିବା ଜଣେ ଯୁବତୀ ୨ବର୍ଷିୟା ଶିଶୁକନ୍ୟାକୁ ଧରି ଶାଶୁଘର ଆଗରେ ଧାରଣା ଦେଇଥିବା ବେଳେ…

ବଜ୍ରପାତ ନେଲା ଜୀବନ

ନନ୍ଦପୁର,୫।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ(ଲମତାପୁଟ ବ୍ଲକ) ବନମାଳୀପୁଟ ପଞ୍ଚାୟତ ସଦର ମହକୁମାରରେ ମଙ୍ଗଳବାର ବଜ୍ରପାତ ଘଟି ଗୋଟିଏ ଗାଈ ଏବଂ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri