ଷ୍ଟାର୍ସ ପ୍ରକଳ୍ପ ପରିକଳ୍ପନା: ଭିତ୍ତିଭୂମି ଦେଖିଲେ ବିଶ୍ୱବ୍ୟାଙ୍କ ପ୍ରତିନିଧି

ଢେଙ୍କାନାଳ ଅଫିସ,୧୭।୭-ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ପରୀକ୍ଷାରେ ଭଲ ଫଳାଫଳ ହାସଲ କରିବା ଲକ୍ଷ୍ୟରେ ନୀତି ଆୟୋଗ ପକ୍ଷରୁ ଷ୍ଟାର୍ସ (ଷ୍ଟ୍ରେଙ୍ଗଦେନିଂ ଟିଚିଙ୍ଗ୍‌-ଲର୍ନିଂ ଆଣ୍ଡ୍‌ ରେଜଲ୍ଟ ଫର ଷ୍ଟେଟ୍‌) ପ୍ରକଳ୍ପ ପରିକଳ୍ପନା କରାଯାଇଛି। ଏହାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କ ସହାୟତାରେ ବିଶ୍ୱ ବ୍ୟାଙ୍କର ଏକ ପ୍ରତିନିଧି ଦଳ ଜୁଲାଇ ୧୨ରେ ଢେଙ୍କାନାଳ ଜିଲାର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରି ଭିତ୍ତିଭୂମି ପରଖିଛନ୍ତି। ପ୍ରତିନିଧି ଦଳରେ ଶରତ କୁମାର ରଥ, ଏମ୍‌.ଏନ୍‌. ଶକିଲ, ବି. କନକଦୁର୍ଗା ରାଜା ପ୍ରମୁଖ ଥିଲେ।
ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ପ୍ରତିନିଧିମଣ୍ଡଳୀ ଏ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ସେହିପରି ଶିକ୍ଷକ, ପରିଚାଳନା ପରିଷଦ ସଭ୍ୟ, ଜିଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ରର ଶିକ୍ଷୟିତ୍ରୀଶିକ୍ଷକ, ବିଆର୍‌ସିସି, ସିଆର୍‌ସିସି, ବିଇଓଙ୍କ ମତାମତ ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri