Posted inଜାତୀୟ

ଷ୍ଟାଲିନଙ୍କ ସମେତ ୮ହଜାର ଲୋକଙ୍କ ନାଁରେ ଅଭିଯୋଗ

ଚେନ୍ନାଇ,୨୪।୧୨: ତାମିଲନାଡୁର ଡିଏମ୍‌କେ ମୁଖ୍ୟ ଏମ୍‌କେ ଷ୍ଟାଲିନ ଓ ଅନ୍ୟ ୮ ହଜାର ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ପୋଲିସର ବିନା ଅନୁମତିରେ ଷ୍ଟାଲିନ ଓ ତାଙ୍କ କର୍ମୀମାନେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରିବା ସହ ଏକ ରାଲିର ଆୟୋଜନ କରିଥିଲେ। ପୋଲିସର ଅନୁମତି ନ ନେଇଥିବାରୁ ଏବେ ଏମାନଙ୍କ ନାଁରେ ଅଭିଯୋଗ ଆସିଥିବା ଜଣାପଡିଛି। ଏବେ ଦେଶରେ ସିଏଏର ତାତି ଥମି ନ ଥିବା ବେଳେ ଅଧିକାଂଶ ଲୋକ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରିବା ସହ ଏବେ ଏହାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ କେତେକ ସ୍ଥଳେ ଏହାକୁ ସପୋର୍ଟ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା ପ୍ରଶାସନ ଉପରୁ ଭରସା ହରାଉଛି ପରିବାର

ନୂଆପଡ଼ା,୧୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗାଁର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri