Posted inଜାତୀୟ

ଷ୍ଟେଶନ କାଉଣ୍ଟରରେ ବିକ୍ରି ହେବ ଟିକଟ

ନୂଆଦିଲ୍ଲୀ,୨୧।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ବହୁ ଲୋକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ଲୋକଙ୍କ ସୁବଧା ପାଇଁ ଜୁନ୍‌ ପହିଲାରୁ ପାସେଞ୍ଜର ଟେନ୍‌ ଚଳାଚଳା କରାଯିବା ଲାଗି ରେଳବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇତିମଧ୍ୟରେ ଅନ୍‌ଲାଇନ୍‌ରେ ଟିକଟ ବିକ୍ରି ଆରମ୍ଭ ହୋଇଛି। ତେବେ ଆସନ୍ତା ୨-୩ ଦିନ ମଧ୍ୟରେ ଷ୍ଟେଶନ କାଉଣ୍ଟରରେ ଟିକଟ ବିକ୍ରି ଆରମ୍ଭ କରାଯିବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋଏଲ ସୂଚନା ଦେଇଛନ୍ତି। ଶୁକ୍ରବାରଠାରୁ ଦେଶର ପ୍ରାୟ ଲକ୍ଷେ ୭୦ ହଜାର କମନ୍‌ ସର୍ଭିସ୍‌ ସେଣ୍ଟରରେ ଟ୍ରେନ୍‌ ଟିକଟ ବିକ୍ରି କରାଯିବାର ଯୋଜନା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri