Posted inଜାତୀୟ

‘ସଂରକ୍ଷଣ ବଦଳାଇବାକୁ ଚାହୁଁନାହାନ୍ତି ସରକାର’

ନୂଆଦିଲ୍ଲୀ,୨୪ା୪(ପି.ଟି.): ସଂରକ୍ଷଣ ସୁବିଧା ପାଇଆସୁଥିବା ଜାତି ତାଲିକାର ନା ସମୀକ୍ଷା କରାଯାଉଛି, ନା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଉଛି। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ଲାଗି ନିର୍ବାଚିତ ସରକାରଙ୍କର କ୍ୱଚିତ ରାଜନୈତିକ ଇଚ୍ଛାଶକ୍ତି ରହିଛି। ସଂରକ୍ଷଣ ସୁବିଧା ପ୍ରକୃତ ଗରିବ ଓ ଅନଗ୍ରସର ପାଇବା ଲାଗି ଏହି ତାଲିକାରେ ସଂଶୋଧନ ହେବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କହିଛନ୍ତି।
ସମାଜରେ ଅବହେଳିତ ଓ ପାତରଅନ୍ତରର ଶିକାର ହୋଇ ଆସୁଥିବା ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗଙ୍କୁ ସୁବିଧା ଦେବା ଲାଗି ସଂରକ୍ଷଣ ବ୍ୟବସ୍ଥା ପ୍ରଚଳନ ହୋଇଥିଲା। ଏହାଦ୍ୱାରା ୧୦ ବର୍ଷ ମଧ୍ୟରେ ଦେଶରୁ ସାମାଜିକ ଅସମାନତା, ଅର୍ଥନୈତିକ ଅନଗ୍ରସରତା ଦୂର ହୋଇଯିବ ବୋଲି ଲକ୍ଷ୍ୟ ରଖାଯାଇଥିଲା। ପରେ ଏଥିରେ ସଂଶୋଧନ କରାଯାଇ ସମୟସୀମା ବଢ଼ାଗଲା। କିନ୍ତୁ ସମୀକ୍ଷା କରାଗଲା ନାହିଁ କି ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଲାନାହିଁ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ କହିଛନ୍ତି। ଏହା ପରିବର୍ତ୍ତେ କୋଟା ବଢ଼ାଇବା ଓ ସଂରକ୍ଷଣ ଭିତରେ ସଂରକ୍ଷଣ ଯୋଗାଇଦେବାକୁ ଦାବି ହୋଇଆସୁଛି। ଏହାକୁ ବଦଳାଇବା କୌଣସି ନିର୍ବାଚିତ ସରକାରଙ୍କ ପାଇଁ କଷ୍ଟକର ହୋଇପଡ଼ିଛି ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri