ଜୟପୁର, ୧୦।୯(ନି.ପ୍ର.): ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବିରେ ମଙ୍ଗଳବାର ସକାଳେ କୋରାପୁଟ ଜିଲା ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ମୁଖ୍ୟ ଟ୍ରାଫିକ ଛକକୁ ଅବରୋଧ କରାଯାଇଥିଲା। ଫଳରେ ଦୀର୍ଘ ୨ ଘଣ୍ଟା ଧରି ଉଭୟ ପଟେ ଶହ ଶହ ଗାଡ଼ିମୋଟର ଅଟକି ରହିଥିଲା। ଆଇଏସ୍ଡିପିଓ ହରେକୃଷ୍ଣ ମାଝି, ଟାଉନ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅବରୋଧକାରୀଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ଅବରୋଧ ହଟି ନ ଥିଲା। ଫଳରେ ପୋଲିସ ବଳପୂର୍ବକ ଭାବେ ରାସ୍ତା ଅବରୋଧ ହଟାଇବା ସହ ମାମଲା ରୁଜୁ କରି ୨୦ ଜଣଙ୍କୁ ଅଟକ ରଖିଛି।
Posted inଆମ ଜିଲା ଖବର, କୋରାପୁଟ View All
ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ
ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…
ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର
ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…
ଜିପିଏଲ୍ଏଫ୍,ସିଆର୍ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍ଏଚ୍ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍ଏଫ୍ ଓ ସିଆର୍ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…
ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ
କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…
ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର
ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…
ଗରିମା କନକ୍ଲେଭ୍, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ
ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…
ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…
ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍: କମୁଛି ମ୍ୟାଲେରିଆ ଜ୍ୱର ଭୟ
ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…
Archives

