Posted inଜାତୀୟ

ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ: ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୦।୫: ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏନେଇ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ରବିବାର ସୂଚନା ଦେଇଛନ୍ତି। ଏହାକୁ ସ୍ଥଗିତ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଯୋଜନା ହୋଇନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୨୩ରେ ସଂସଦର ବଜେଟ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରାଯାଇଥିଲା। ଏହାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri