Posted inଜାତୀୟ

ସଂସଦରେ ମୋଦିଙ୍କୁ ଭେଟିଲେ ଜଣେ ସ୍ବତନ୍ତ୍ର ବନ୍ଧୁ

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ବହୁ ପ୍ରଶଂସକ ଥିବା ବେଳେ ମଙ୍ଗଳବାର କିନ୍ତୁ ମୋଦି ଜଣେ ସ୍ବତନ୍ତ୍ର ବନ୍ଧୁଙ୍କୁ ଭେଟିଛନ୍ତି। ସଂସଦରେ ଉପସ୍ଥିତ ଥିବା ବେଳେ ମୋଦି ଜଣେ ଶିଶୁଙ୍କ ସହ ଖୁସି ମନାଉଥିବା ଦେଖିବାକୁ ମିଳିଛି। ମୋଦିଙ୍କ ଇନଷ୍ଟ୍ରଗ୍ରାମ ଆକାଉଣ୍ଟର ଏହି ଫଟୋଟି ଏବେ ଭାଇରାଲ ହେବାରେ ଲାଗିଛି। ତେବେ ଶିଶୁ ଜଣଙ୍କ କିଏ ସେ ସର୍ମ୍ପକରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ମୋଦି କିନ୍ତୁ ତାଙ୍କ ଇନଷ୍ଟାଗ୍ରାମରେ ଲେଖିଛନ୍ତି ସେ ହେଉଛନ୍ତି ତାଙ୍କର ସ୍ବତନ୍ତ୍ର ବନ୍ଧୁ। କୁହାଯାଉଛି ଶିଶୁ ଜଣଙ୍କ ହେଉଛନ୍ତି ମଧ୍ୟପ୍ରଦେଶ ଉଜ୍ଜୟିନର ଏମ୍‌ପି ସତ୍ୟନାରାୟଣ ଜାଟିୟାଙ୍କ ନାତି।

ମଙ୍ଗଳବାର ସତ୍ୟନାରାୟଣ ତାଙ୍କ ବୋହୂ, ପୁଅ ଓ ନାତିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିବାକୁ ଆସିଥିବା ସମୟରେ ମୋଦି ସତ୍ୟନାରାୟଣଙ୍କ ନାତିଙ୍କ ସହ ଖେଳୁଥିବା ଫଟୋଟି ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ମଝି ନଦୀରେ ବୁଡ଼ିଗଲା ଡଙ୍ଗା: ୧୪ ରୁ ୧୫ ଜଣ କରୁଥିଲେ ଯାତ୍ରା

ପାଟନା,୨୮।୫: ପାଟନା ଜିଲାର ଉମାନାଥ ଗଙ୍ଗା ଘାଟରେ ଏକ ମର୍ମନ୍ତୁଦ ଡଙ୍ଗା ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଚାଷୀମାନେ ଦିଆରା ଅଞ୍ଚଳକୁ ଜୀବିକା ନିର୍ବାହ ପାଇଁ…

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri