ସଂସ୍କାର ପାଇଁ ଯାଉଥିବା ମୃତଦେହ ଜବତ କଲା ପୋଲିସ

ପାଟପୁର,୨୭ା୫- ପାଟପୁର ପୋଲିସ ବୁଧବାର ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାର ଯାଉଥିବା ମୃତଦେହକୁ ଜବତ କରିଛି। ମୃତଦେହ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ରୁଜୁ କରିଛି। ପ୍ରକାଶ ଯେ, ଗଣେଶ ସାମନ୍ତରାୟ (୫୫) ବୁଧବାର ଅପରାହ୍ନରେ ଘର ଛାତ ଉପରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ତାଙ୍କ ପୁଅମାନେ ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ପରିବାର ବର୍ଗ ପୁରୀ ସ୍ବର୍ଗଦ୍ୱାରକୁ ସଂସ୍କାର ପାଇଁ ନେବା ସମୟରେ ଖବର ପାଇ ପାଟପୁର ପୋଲିସ ଦିଗପହଣ୍ଡି ଡାକ୍ତରଖାନାରୁ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri