ସକାରାତ୍ମକ ମାନସିକତା ଓ ସୁସ୍ଥ ହାର୍ଟ

ହୃଦ୍‌ଜନିତ ରୋଗ ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି ବୋଲି କୁହାଯାଇପାରେ। ଅସନ୍ତୁଳିତ ଜୀବନଶୈଳୀ ବ୍ୟତୀତ ବ୍ଲଡପ୍ରେସର, ଡାଇବେଟିସ୍‌ ଆଦି ସ୍ବାସ୍ଥ୍ୟ ସମସ୍ୟାର ପ୍ରଭାବ ହାର୍ଟ ଉପରେ ପଡ଼ିଥାଏ। ହାର୍ଟକୁ ସୁସ୍ଥ ରଖିବାର ଏକ ସରଳ ତଥା ସହଜ ଉପାୟ ନିକଟରେ ଆମେରକୀୟ ହୃଦ୍‌ରୋଗ ବିଶେଷଜ୍ଞମାନେ ଖୋଜି ପାଇଛନ୍ତି। ଏକ ସଦ୍ୟତମ ସର୍ଭେରୁ ସେମାନେ ଜାଣିପାରିପଛନ୍ତି ଯେ, ଯଦି ଜଣେ ବ୍ୟକ୍ତି ନିଜର ମାନସିକତାକୁ ସକାରାତ୍ମକ ରଖନ୍ତି ତେବେ ତାହାର ସୁପ୍ରଭାବ ହାର୍ଟ ଉପରେ ପଡ଼ିଥାଏ। ସକାରାତ୍ମକ ମାନସିକତାର ହାର୍ଟ ଉପରେ ପ୍ରଭାବ ଶୀର୍ଷକ ବିଷୟକୁ ନେଇ ସେମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନଙ୍କ ମାନସିକତା ସକାରାତ୍ମକ ରହୁଥିଲା ସେମାନଙ୍କର ହାର୍ଟ ପୂର୍ବାପେକ୍ଷା ଅଧିକ ସକ୍ରିୟ ରହୁଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବୟସ ବଢ଼ିବା ସହ ଜଣେ ବ୍ୟକ୍ତି ନିଜ ହାର୍ଟକୁ ନେଇ ଅଧିକ ସଚେତନ ରହିବା ଆବଶ୍ୟକ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ରୋକିବା ପାଇଁ ୪ଟି ସର୍ତ୍ତ ଜାରି କଲେ ଟ୍ରମ୍ପ, ବଡ଼ ଧମକ ଦେଇ କହିଲେ- ଇରାନ ନ ମାନିଲେ…

ନୂଆଦିଲ୍ଲୀ,୨୨।୫: ମଧ୍ୟପ୍ରାଚ୍ୟ ଆଉ ଏକ ଯୁଦ୍ଧର ଆଶଙ୍କାରେ ପଡ଼ିପାରେ। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ବିପଦରେ ପଡ଼ିଛି, ଏବଂ ପୁଣି ଥରେ ଯୁଦ୍ଧ ଆରମ୍ଭ ହୋଇପାରେ।…

୨୪ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘେଷଣା: ଏହି ଦିନ ହେବ ଭୋଟିଂ

ନୂଆଦିଲ୍ଲୀ,୨୨।୫: ଜୁନ-ଜୁଲାଇରେ ଖାଲି ପଡୁଥିବା ୨୪ଟି ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହା ସହିତ ମହାରାଷ୍ଟ୍ର ଏବଂ ତାମିଲନାଡୁର ଦୁଇଟି…

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri