ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ ଅନୁଗୁଳରେ ମଧ୍ୟ ସକାଳୁ ତାତି ବଢିଛି । ଅନୁଗୁଳରେ ବି ତାପମାତ୍ରା ୩୬ ଡିଗ୍ରୀ ରହିଛି । ମିଳିଥିବା ସୂଚନା ମୁତାବକ, ତାଳଚେରର ତାପମାତ୍ରା ୩୫.୨ ଡିଗ୍ରୀ, ବାରିପଦା ୩୫ ଡିଗ୍ରୀ, ଭବାନୀପାଟଣା ୩୫ ଡିଗ୍ରୀ, କେନ୍ଦୁଝରରେ ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ କଟକର ତାପମାତ୍ରା ୩୪.୬ ଡିଗ୍ରୀ, ଝାରସୁଗୁଡାରେ ୩୪.୨ ଡିଗ୍ରୀ ଏବଂ ଭୁବନେଶ୍ୱରର ତାପମାତ୍ରା ୩୩.୮ ଡିଗ୍ରୀ ରେକର୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri