ସକାଳେ ପିଇଲେ ଗ୍ଲାସେ ତମ୍ବାପାତ୍ର ପାଣି ମିଳିବ କ’ଣ…

ସକାଳେ ନିତ୍ୟକର୍ମ ସାରି ଗ୍ଲାସେ ତମ୍ବାପାତ୍ର ପାଣି ପିଇଲେ ଅନେକ ଉପକାର ହୋଇଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ଏହାକୁ ସକାଳୁ ପିଇବା ଉଚିତ। ଏହି ପାଣିରେ ତମ୍ବା ଆୟନ ଚାର୍ଜ ହୋଇଯାଇଥାଏ। ତମ୍ବା ଅଣୁଜୀବ ନିରୋଧୀ। ଏଥିରେ ଆଣ୍ଟି ଅକ୍ସିଡାଣ୍ଟ ରହିଥାଏ। ଫଳରେ ବିଭିନ୍ନ ସଂକ୍ରମଣରୁ ମୁକ୍ତି ମିଳିବା ସହିତ ଯୁବ ସୁଲଭ ଠାଣି ବଜାୟ ରହିଥାଏ। ଅଭ୍ୟାସ କରି ନିୟମିତ ଏହାକୁ ପିଇଲେ ଶରୀର ମଧ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ କ୍ଷତ ମଧ୍ୟ ଶୁଖିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ଏହି ରାଶିଙ୍କ ପାଇଁ ଜୁନ ମାସରେ ଘଟିବାକୁ ଯାଉଛି ଏମିତି, ଲିଷ୍ଟରେ ଆପଣଙ୍କ ରାଶି ଅଛି କି?

ଜୁନ ମାସ ଆରମ୍ଭ ହେବାକୁ ଯାଉଛି। ମାସ ଆରମ୍ଭରେ ବୃହସ୍ପତି କର୍କଟ ରାଶିରେ ପ୍ରବେଶ କରିବେ, ଯାହା ଅନେକ ରାଶିର ଭାଗ୍ୟକୁ ଉଜ୍ଜ୍ୱଳ କରିପାରେ। ଏହା ବ୍ୟତୀତ,…

ଏହି ଗମ୍ଭୀର ରୋଗରେ ପୀଡିତ ଥିଲେ କୋହଲି, କ’ଣ ସେହି ରୋଗ, ଯେଉଁଥିରେ ୭୦% ଲୋକ ଶିକାର

ନୂଆଦିଲ୍ଲୀ,୨୦।୫: ବିଶ୍ୱର ସବୁଠାରୁ ସଫଳ ଖେଳାଳିମାନଙ୍କ ମଧ୍ୟରେ ଗଣାଯାଉଥିବା ବିରାଟ କୋହଲି ଅନେକ ସାକ୍ଷାତକାରରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, କ୍ୟାରିୟରର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri