ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରକୁ ରବିବାର ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ପରିଦର୍ଶନ କରିଛନ୍ତି। ଜିଲାପାଳଙ୍କ ସହ ଛେଣ୍ଡିପଦା ବିଡିଓ ସୁନିଲ କେର୍କେଟା ଓ ତହସିଲଦାର ଡାନିଏଲ ଏକ୍କା ପରଙ୍ଗ, ନିଶା, କଙ୍କରାଇ, ରାଇଝରଣ, କୋଶଳା ଓ ଛେଣ୍ଡିପଦା ପଞ୍ଚାୟତରେ ଥିବା ସେଣ୍ଟର ଯାଞ୍ଚ କରିଥିଲେ। ଜିଲା ବାହାରୁ ଆସିବା ପାଇଁ ରବିବାର ସୁଦ୍ଧା ୧୦୮ ଜଣ ଶ୍ରମିକ ନାମ ପଞ୍ଜୀକରଣ କରିଥିବାବେଳେ ବ୍ଲକର ମୋଟ୍‌ ୩୪ଟି ପଞ୍ଚାୟତରେ ୧୭ଶହ ଶଯ୍ୟାର ବ୍ୟବସ୍ଥା କରାଯାଉଛି। ସେଥିମଧ୍ୟରୁ ୫୪୬ଟି ଶଯ୍ୟା ପ୍ରସ୍ତୁତ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର…

ମା’ ବାମଦେଇ ଠାକୁରାଣୀ ଯାତ୍ରା ଆରମ୍ଭ ଉତ୍ସବମୁଖର ବମକୋଇ

ଦିଗପହଣ୍ଡି,୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ୭ ଦିନିଆ ଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri