ସଙ୍ଗରୋଧ କେନ୍ଦ୍ର ବୁଲି ଦେଖିଲେ ଜିଲାପାଳ

ଖପ୍ରାଖୋଲ, ୧୪ା୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ଜିଲାପାଳ ଅରିନ୍ଦମ ଡାକୁଆ ରବିବାର ବୁଲି ଦେଖିଥିଲେ। ଜିଲାପାଳ ପ୍ରଥମେ ଧଣ୍ଡାମୁଣ୍ଡା, ମହରାପଦର, ତେଲେନପାଲି, ଘୁନସର, ସାହାଜପାଣି, ମାଲପଡା ଓ ଖପ୍ରାଖୋଲ ପଞ୍ଚାୟତରେ ଥିବା ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି ସ୍ଥିତି ପରଖିଥିଲେ। ଅନ୍ତେବାସୀଙ୍କ ରହିବା ଏବଂ ଖାଇବା ବିଷୟରେ ପଚାରି ବୁଝିଥିଲେ। ଗସ୍ତ ସମୟରେ ବିଡିଓ ତରଣୀ ସୁନା, ସ୍ଥାନୀୟ ଅଧିକାରୀ ଓ ସରପଞ୍ଚମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri