ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ଗ୍ରାମାଞ୍ଚଳ ଥାନା ଅଧିକାରୀ ଓ ସାବରଙ୍ଗ ଫାଣ୍ଡି ଅଧିକାରୀ ସମ୍ପକ୍ତ ୨ ଜଣଙ୍କୁ ଅଟକ ରଖିବା ସହ ସେମାନଙ୍କଠାରୁ ଚୋରି ସାମଗ୍ରୀ ଜବତ କରିଛନ୍ତି ।
ପ୍ରକାଶ ଯେ, ଗତ ୫ ତାରିଖରେ ଦୁର୍ବୃତ୍ତମାନେ ମୁଖ୍ୟ କବାଟ ଭାଙ୍ଗି ସଙ୍ଗରୋଧ କେନ୍ଦ୍ରରେ ଥିବା ଇନ୍‌ଭଟର, ବ୍ୟାଟେରୀ, ଆକ୍ବାଗାର୍ଡ ଆଦି ଚୋରି କରି ନେଇଥିଲେ। ଏ ନେଇ ଅଭିଯୋଗ ହେବାପରେ ପୋଲିସ କେସ୍‌ ନଂ. ୩୨/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri