ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ୧୭୮ ପ୍ରବାସୀ

ଦାରିଙ୍ଗବାଡ଼ି,୫ା୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସଙ୍ଗରୋଧ କେନ୍ଦ୍ରରୁ ଅଦ୍ୟାବଧି ୧୭୮ ପ୍ରବାସୀ ଘରକୁ ଫେରିଛନ୍ତି। ଏବେ ଆହୁରୀ ୫୬୫ ଜଣ ୯ଟି ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି। ସରକାରୀ ତାଲିକା ପ୍ରକାରେ ସେମାନଙ୍କୁ ଖାଦ୍ୟ ଦିଆଯାଉଛି। ନିୟମିତ ସ୍ବାସ୍ଥ୍ୟପରୀକ୍ଷା କରାଯାଉଥିବା ଭ୍ରାମ୍ୟମାଣ ଡାକ୍ତରୀ ଦଳର ଡାକ୍ତର ଅମ୍ବିକାପ୍ରସାଦ ଶତପଥୀ କହିଛନ୍ତି। ନିୟମିତ ପ୍ରବାସୀ ଫେରୁଥିବାବେଳେ ସେମାନଙ୍କୁ ରୋଷେଇ କରି ଖାଇବାକୁ ଦେବାକୁ ରୋଷେୟା ମିଳୁନାହାନ୍ତି। କେତେକ କେନ୍ଦ୍ରକୁ ଜାଗୃତି ପକ୍ଷରୁ ଓ ଆଉ କେତେକ କେନ୍ଦ୍ରକୁ ହୋଟେଲରୁ ଖାଦ୍ୟ ଦିଆଯାଉଥିବା ପ୍ରଶାସନ ସୂଚନା ଦେଇଛି। କେନ୍ଦ୍ରରେ ରୋଷେଇ କରିବାକୁ ଲୋକେ ରାଜି ହେଉ ନ ଥିବା ବିଡିଓ ଜଗଦୀଶ ଷଡଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri