ସଙ୍ଗରୋଧ କେନ୍ଦ୍ରରେ ଖାଦ୍ୟ ମାନକୁ ନେଇ ଉପ ଜିଲାପାଳଙ୍କ ଅସନ୍ତୋଷ

ଭଞ୍ଜନଗର,୧୩ା୫(ଡି.ଏନ୍‌.ଏ.)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ମଙ୍ଗଳବାର ସୋରଡ଼ା ବ୍ଲକ ଲାଠିପଡ଼ା ପଞ୍ଚାୟତ ଭାଲିଆପଲ୍ଲୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ମାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଲିକା ଅନୁଯାୟୀ ଉତ୍ତମ ଖାଦ୍ୟ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସଙ୍ଗରୋଧ କେନ୍ଦ୍ରର ୧୦୦ ମିଟର ପରିସୀମା ମଧ୍ୟରେ ୧୪୪ ଧାରା ଜାରି ହୋଇଥିବାରୁ ସାଧାରଣ ଲୋକେ ଯେପରି ପ୍ରବେଶ ନ କରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ଉପଜିଲାପାଳ ମିଞ୍ଜ କହିଥିଲେ। ସୋରଡ଼ା ତହସିଲଦାର ରବୀନ୍ଦ୍ର କୁମାର ମିଶ୍ର, ଅତିରିକ୍ତ ତହସିଲଦାର କୁରେଶ ଚନ୍ଦ୍ର ଜାନି, ଉପଖଣ୍ଡ ପଞ୍ଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ ପ୍ରମୁଖ ଗସ୍ତ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri