Posted inକଟକ

ସଙ୍ଗରୋଧ କେନ୍ଦ୍ରରେ ବନ୍ଦେ ଉତ୍କଳ ଜନନୀ ଗାଇଲେ ପ୍ରବାସୀ

ଚୌଦ୍ୱାର,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରରେ ରହୁଥିବା ପ୍ରବାସୀମାନେ ଜଗନ୍ନାଥ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହମବତୀ ଜାଳିବା ସହିତ ‘ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି। ଏହି କେନ୍ଦ୍ରରେ ରହୁଥିବା ଜିଲା ତଥା ରାଜ୍ୟ ବାହାରର ୪୦ ଜଣ ପ୍ରବାସୀ ସାମାଜିକ ଦୂରତା ତଥା ମୁହଁରେ ମାସ୍କ ପିନ୍ଧି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥିର କରାଯାଇଥିବା ସମୟ ନିର୍ଘଣ୍ଟ ଅନୁଯାୟୀ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri