ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ସୋରଡା,୭ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭ ଜଣ ଶିଶୁ ରହିଛନ୍ତି । ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ ପାଟିତୁଣ୍ଡ ସହ ଖାଦ୍ୟ ଫିଙ୍ଗୁଥିବାବେଳେ ଏହି ବ୍ଲକ ବଡବଦାଙ୍ଗୀ କେନ୍ଦ୍ରରେ କିନ୍ତୁ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ସେଠାରେ ଥିବା ୫୩ ଜଣ ଯୁବକ ସକାଳୁ ସାମାଜିକ ଦୂରତା ରଖି ଯୋଗ, ପ୍ରାଣାୟମ କରୁଛନ୍ତି। ଏହା ସହ ସରକାରୀ ନୀତିନିୟମ ମାନି ରହିବାକୁ ମଧ୍ୟ ଅନ୍ୟ କେନ୍ଦ୍ରର ପ୍ରବାସୀ ଓଡ଼ିଆଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ସ୍ତ୍ରୀ ଫେରିଆସିବ ବୋଲି ନରବଳି ଦେଇଥିଲେ ଶତ୍ରୁଘ୍ନ: ସନ୍ତୋଷଙ୍କ ଗଣ୍ଡିମୁଣ୍ଡ ଅଲଗା କରିବା ପରେ ଘଟିଲା…

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର):ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri