ସଙ୍ଗରୋଧ ଗୃହରେ ସାବିତ୍ରୀ ବ୍ରତ

ଭଞ୍ଜନଗର,୨୨।୫(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁର ଗ୍ରାମରେ ଥିବା ସଙ୍ଗରୋଧ ଗୃହରେ ଶୁକ୍ରବାର ପ୍ରବାସୀ ମହିଳା ସାବିତ୍ରୀ ବ୍ରତ କରିଥିଲେ। ଏଥିରେ ସରପଞ୍ଚ କୃଷ୍ଣଚନ୍ଦ୍ର ରଥ ପୂଜାରୀ ଦାୟିତ୍ୱ ତୁଲାଇଥିଲେ। ଫଳରେ ଗ୍ରାମର ୩ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ୧୨ ମହିଳା ସାବିତ୍ରୀ ଅମାବାସ୍ୟା ପୂଜା କରିପାରିଛନ୍ତି। ଏମ୍‌ପି ପ୍ରତିନିଧି ବିପ୍ର ଚରଣ ବାରିକ ବ୍ରତ ପାଇଁ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri