Posted inଖେଳ

ସଚିନଙ୍କ ବଡ଼ ପ୍ରଶଂସକ, କିନ୍ତୁ ଧୋନୀଙ୍କ ଭଳି ମାରୁଛନ୍ତି ଛକା

ମୁମ୍ବାଇ,୧୩।୧: ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ବେଙ୍ଗଲ ବ୍ୟାଟ୍ସଓମ୍ୟାନ ରିଚା ଘୋଷ ଏକ ମାତ୍ର ନୂଆମୁହଁ ଭାବେ ଦଳରେ ସ୍ଥାନ ପାଇଛନ୍ତି। ମାତ୍ର ୪ ବର୍ଷ ବୟସରେ ବ୍ୟାଟ୍‌ ଧରିଥିବା ରିଚା ୧୬ ବର୍ଷ ବୟସରେ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ସବୁବେଳେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ନିଜର ଆଦର୍ଶ ମାନୁଥିବା ରିଚା କହନ୍ତି, ଏତେ ଶୀଘ୍ର ବିଶ୍ୱକପ୍‌ ଖେଳିବି ବୋଲି କେବେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିଲି। ଆଜି ଯେଉଁ ଜାଗାରେ ପହଞ୍ଚିଛି ତାହା ମୋ ପିତାଙ୍କ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଛନ୍ତି। ସଚିନଙ୍କ ବ୍ୟାଟିଂ ଷ୍ଟାଇଲ୍‌ ରିଚାଙ୍କୁ ବେଶ୍‌ ପସନ୍ଦ। ତାଙ୍କୁ ସବୁବେଳେ ଅନୁକରଣ କରିଥାନ୍ତି। କିନ୍ତୁ ମହେନ୍ଦ୍ର ସିଂ ଧୋନୀଙ୍କ ଭଳି ଛକା ମାରିବାକୁ ଚେଷ୍ଟା କରନ୍ତି ରିଚା। ଅନେକଥର ଏଥିରେ ସେ ସଫଳ ମଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri