ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ

ଜୟପୁର,୪ା୫(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ କୋଭିଡ୍‌ ହସ୍ପିିଟାଲ ପରିଦର୍ଶନ କରିଛନ୍ତି ସଚିବ ଭି. ଭି ଯାଦବ। ସଚିବ ଯାଦବ ହସ୍ପିିଟାଲରେ ପହଞ୍ଚି ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରି ସମୀକ୍ଷା କରିଥିଲେ। ୧୫୦ବେଡ୍‌ ବିଶିଷ୍ଟ ଏହି ହସ୍ପିିଟାଲକୁ ପରିଦର୍ଶନ କରିବା ସହ ସମୀକ୍ଷା କରିଥିଲେ। ବେଡ୍‌ ବ୍ୟବସ୍ଥା, ଭେଣ୍ଟିଲେଟର, ଆଇସିୟୁ ଏବଂ ସମସ୍ତ କକ୍ଷ ବୁଲି ଦେଖିବା ସହ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିିଥିଲେ। କୋରାପୁଟ ଜିଲା ଅରେଞ୍ଜ ଜୋନରେ ଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ପଦେକ୍ଷପ ନେଇ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ସଚିବଙ୍କ ସମୀକ୍ଷା ସମୟରେ ଅତିରକ୍ତ ଜିଲାପାଳ ଦେବନ ପ୍ରଧାନ, ଜିଲା ଚିକିତ୍ସାଳୟର ସୁପରିଟେଣ୍ଡେଣ୍ଟ ରାମଚନ୍ଦ୍ର ମହାନ୍ତି, ଜୟପୁର ଉପ ଜିଲାପାଳ ଲୋକନାଥ ଦଳବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?