ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ରବିବାର ଏହି ଜରିମାନାରୁ ବାଦ୍‌ ପଡିନାହାନ୍ତି ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା। ସ୍ଥାନୀୟ ଏଜି ଛକରେ ବେଆଇନ ପାର୍କିଂ କରିବାକୁ ନେଇ ଡିସିପିଙ୍କ ଉପସ୍ଥିିତିରେ ସେ ୫ ଶହ ଟଙ୍କା ଜରିମାନା ଦେଇଛନ୍ତି ।
ସୂଚନାନୁଯାୟୀ, ଅନନ୍ତ ଉକ୍ତ ଛକରେ ଲୋକମାନଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ଚକୋଲେଟ ଏବଂ ଲିଫ୍‌ଲେଟ୍‌ ବଣ୍ଟନ କରୁଥିଲେ। ହେଲେ ସେହି ସମୟରେ ତାଙ୍କ ଡ୍ରାଇଭର ବେଆଇନ ଭାବେ ପାର୍କିଂ କରିଦେଇଥିଲେ। ଏହାକୁ ନେଇ ବିଧାୟକଙ୍କୁ ତଣ୍ଡ ଗଣିବାକୁ ପଡ଼ିଛି।
ତେବେ ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ମୋ ଡ୍ରାଇଭରଙ୍କ ଗାଡ଼ି ପାର୍କିଂ ଭୁଲ ଥିଲା। ଜରିମାନା ଲଗାଯାଇଛି। ଆଇନ ସମସ୍ତଙ୍କ ପାଇଁ ସମାନ, ମାନିବାନି କାହିଁକି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri