Posted inଜାତୀୟ

ସଚେତନତା ଦ୍ୱାରା ମହିଳାଙ୍କ ଉପରେ ହେଉଥିବା ଅପରାଧର ଅନ୍ତ ଘଟିିବ: ଭେଙ୍କିୟା ନାଇଡୁ

ପୁଣେ,୮।୧୨: ଦେଶରେ ମହିଳାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିବା ନେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ କ୍ଷୋଭ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ଦ୍ୱାରା ହିଁ ଏଭଳି ଆପରାଧୀକ ଘଟଣାର ଅନ୍ତ ଘଟିବ ବୋଲି ପୁଣେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି। ଭାରତୀୟ ସମାଜରେ ମହିଳାଙ୍କ ସ୍ଥାନ ଉଚ୍ଚରେ ରହିଥାଏ। ଜଣେ ମହିଳା ମା, ଭଉଣୀ ଆଦି ବିଭିନ୍ନ ରୂପରେ ପୂଜନୀୟା। ଏହା ଭାରତୀୟ ସଂସ୍କୃୃତିର ମୂଳ ଉତ୍ସ। ମାତ୍ର ସମାଜରେ ମହିଳାଙ୍କ ଉପରେ ଅତ୍ୟାଚାର କରାଯିବା ଅତ୍ୟନ୍ତ ଦୁଃଖର ବିଷୟ। ସ୍କୁଲ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନରେ ଭାରତୀୟ ସଂସ୍କୃତି ଏବଂ ମହିଳାଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ ସମ୍ପର୍କରେ ସଚେତନା ବାର୍ତ୍ତା ଦିଆଗଲେ ଏହା ଶିକ୍ଷାର୍ଥୀଙ୍କ ମଧ୍ୟରେ ନୂଆ ଚେନତା ଜାଗ୍ରତ କରିବ। ପରବର୍ତ୍ତୀ ସମୟରେ ଏହି ବାର୍ତ୍ତା ସମାଜରେ ପରିବ୍ୟାପ୍ତ ହେବ। ଏହାଦ୍ୱାରା ମହିଳାଙ୍କ ଉପରେ ହେଉଥିବା ନିର୍ଯାତନାର ଅନ୍ତ ଘଟିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri