ସଚେତନତା ବାର୍ତ୍ତା ବାଣ୍ଟିଲେ ଛାତ୍ର, ମହିଳା

ଜଟଣୀ,୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ମୁକାବିଲା ନେଇ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ଅଷ୍ଟମଶ୍ରେଣୀ ଛାତ୍ର ମହେଶ ମହେନ୍ଦ୍ର ଏବଂ ସାମାଜିକ କର୍ମୀ ଗୌରୀ ସାହୁ। ଦୁହେଁ ଶୁକ୍ରବାର ଜଟଣୀ ନୂଆ ବସ୍‌ଷ୍ଟାଣ୍ଡ ଏବଂ ଗୋରୁହାଟ ଆଦି ଅଞ୍ଚଳର ଅସ୍ଥାୟୀ ପରିବା ଓ ମାଛ ମାଂସ ବିକ୍ରି ସ୍ଥାନରେ ବୁଲି ସଚେତନତା ସୃଷ୍ଟି କରିଥିଲେ। ସାମାଜିକ ଦୂରତ୍ୱ ରଖିବା ପାଇଁ ଲୋକଙ୍କୁ ଅନୁରୋଧ କରିଥିଲେ। ସୀତାରାମ ଛକରୁ ହରିଭାଇନା ଛକ ପର୍ଯ୍ୟନ୍ତ ଦୁହେଁ ଚାଲିଚାଲି ସୁରକ୍ଷିତ ରହିବା ପାଇଁ ଘରୁ ଅଯଥାରେ ବାହାରକୁ ନ ବାହାରିବା ଲାଗି ଲୋକଙ୍କୁ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?