ସଚେତନତା ବାର୍ତ୍ତା ମାଧ୍ୟମରେ ପାଳନ ହେଲା ଓଡ଼ିଶା ଦିବସ

ଖଇରା,୨।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଣିକ ସଂଘ ଓ ଏସଆର୍‌ ଗ୍ରୁପ ସମ୍ଭାବନାର ମିଳିତ ଆନୁକୂଲ୍ୟରେ ଓଡ଼ିଶା ଦିବସ କରୋନା ସଚେତନତା କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ା ସକାଳ ୭ଟାରେ ବଣିକ ସଂଘ ସଭାପତି ତଥା ଏସ୍‌ଆର ଗ୍ରୁପ ଅଧ୍ୟକ୍ଷ ଇଂ. ରାଜେଶ ମହାକୁଡ ଓ ସମ୍ପାଦକ ଅଭିମନ୍ୟୁ ରାଉଳଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ବୁଲି ବୁଲି କରୋନାକୁ ଦୂରେଇବା ପାଇଁ ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ସହ ଲକ୍‌ଡାଉନ ନିୟମକୁ କଡାକଡି ଭାବେ ପାଳନ କରିବାକୁ ଦୋକାନୀ ଓ ଜନସାଧାରଣଙ୍କୁ ପ୍ରବର୍ତ୍ତାଇଥିଲେ ା ପରେ ୫ଶହ ଦୋକାନୀ ଓ ଜନସାଧାରଣଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା। ସଂଘର ଉପସଭାପତି ପୁରସ୍ତମ ମହାନ୍ତି, କୋଷାଧକ୍ଷ ପ୍ରତାପ ଗିରି, ଉପଦେଷ୍ଟା ସଭ୍ୟ ପଦ୍ମଲୋଚନ ଜେନା, ଶ୍ୟାମସୁନ୍ଦରପୁର ସମିତିସଭ୍ୟ ରବୀନ୍ଦ୍ର ମହାନ୍ତି, ବିଭୂତି ପତି, ବିନୋଦ ପତି, ପ୍ରୀତମ ଦାସ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri