ସଚ୍ଚୋଟପଣିଆ ଦେଖାଇଲେ ୩ ଟିଟିଇ: ସୁନା, ଟଙ୍କା ସହ ପର୍ସ ଫେରାଇ ପ୍ରଶଂସା ପାଇଲେ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଟ୍ରେନ୍‌ରେ ପାଇଥିବା ଏକ ପର୍ସ୍‌କୁ ଫେରାଇ ସଚ୍ଚୋଟପଣିଆ ଦେଖାଇଛନ୍ତି ୩ଜଣ ଟିଟିଇ। ଉକ୍ତ ପର୍ସଟି ଜଣେ ମହିଳା ଯାତ୍ରୀଙ୍କର ହୋଇଥିବାବେଳେ ସେଥିରେ ୨୨ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କାର ସୁନା ଗହଣା ଥିଲା। ଏହି ତିନିଜଣ ଟିଟିଇ ହେଲେ ଟିଏସ୍‌ କୌଶିକ୍‌ ସାହା,ଏସ୍‌ଆର୍‌ସି ରାଜୁ ଓ ଜି.କେ. ଆନନ୍ଦ। ଏଥିପାଇଁ ରେଳ ବିଭାଗ ଟୁଇଟ୍‌ କରି ସେମାନଙ୍କୁ ପ୍ରଶଂସା କରିଛନ୍ତି। ଶୁକ୍ରବାର ଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ଟ୍ରେନ (୦୨୮୨୪)ରେ ଜଣେ ମହିଳା ଯାତ୍ରୀ ବସିଥିବା ସିଟ୍‌ରେ ପର୍ସ ଛାଡ଼ି ଗୟା ଷ୍ଟେଶନରେ ଓହ୍ଲାଇଥିଲେ। ଊକ୍ତ ବଗିରେ ଟିକେଟ ଯାଞ୍ଚ କରୁଥିବା ଟିଏସ୍‌ କୌଶିକ ଓ ଅନ୍ୟ ଦୁଇଜଣ ପର୍ସଟିକୁ ପାଇ ନିକଟ ଷ୍ଟେଶନରେ ଥିବା ଆର୍‌ପିଏଫ କର୍ମଚାରୀଙ୍କୁ କହିଥିଲେ। ପର୍ସରୁ ମହିଳାଙ୍କ ଫୋନ୍‌ ନମ୍ବର ଓ ପରିଚୟପତ୍ର ମିଳିବା ପରେ ଆରପିଏଫ୍‌ ତାଙ୍କ ସହ ଯୋଗାଯୋଗ କରି ତାହାକୁ ଫେରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri