Posted inଜାତୀୟ

ସଞ୍ଜୟ ଗାନ୍ଧୀଙ୍କ ୭୩ ତମ ଜୟନ୍ତୀ: ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୩ ତମ ଜୟନ୍ତୀ ଶନିବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୧୪ରେ ସଞ୍ଜୟଙ୍କ ଜନ୍ମ ଦିଲ୍ଲୀରେ ହୋଇଥିଲା। ସଞ୍ଜୟ-ମାନେକାଙ୍କ ଭଲ ପାଇବା ନେଇ ଏକ ରୋଚକ କାହାଣୀ ରହିଛି। ବିବାହ ପୂର୍ବରୁ ମାନେକା ମଡ଼େଲ ଭାବେ କାମ କରୁଥିଲେ। ବମ୍ବେ ଡାଇଙ୍ଗ୍‌ର ଏକ ବିଜ୍ଞାପନରେ ୧୭ ବର୍ଷ ବୟସରେ ସେ କାମ କରିଥିଲେ। ଏହି ବିଜ୍ଞାପନ ଦେଖି ସଞ୍ଜୟ ଗାନ୍ଧୀ ମାନେକାଙ୍କୁ ଭଲ ପାଇବସିଥିଲେ। ଦୁହିଁଙ୍କ ମଧ୍ୟରେ ବୟସ ପାର୍ଥକ୍ୟ ୧୦ ବର୍ଷ ଥିଲା। ୧୯୭୩ ଡିସେମ୍ବର ୧୪ରେ ଦୁହିଁଙ୍କ ସାକ୍ଷାତ୍‌ ମାନେକାଙ୍କ ସମ୍ପର୍କୀୟ ଭଉଣୀଙ୍କ ବିବାହ ଉତ୍ସବରେ ହୋଇଥିଲା। ଏହାପରେ ୧୯୭୪ ସେପ୍ଟେମ୍ବର ୨୩ରେ ସଞ୍ଜୟ-ମାନେକାଙ୍କ ବିବାହ ହୋଇଥିଲା। ବିବାହର ୬ ବର୍ଷ ପରେ ୧୯୮୦ ଜୁନ୍‌ ୨୩ରେ ଏକ ବିମାନ ଦୁର୍ଘଟଣାରେ ସଞ୍ଜୟଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri