ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା

କୋରାପୁଟ,୬।୮(ସ୍ବ.ପ୍ର): କୋରାପୁଟଠାରେ ଗତ ଏପ୍ରିଲ ୨୭ ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ସ୍ଥାନୀୟ ମିଶନ କମ୍ପାଉଣ୍ଡର ପ୍ରେମ ଖୋସଲାଙ୍କ ମୃତ୍ୟୁ ଘଟିଥିଲା। ତେବେ ମଙ୍ଗଳବାର ତାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସ୍ଥାନୀୟ ଜିଲା ଜରୁରୀ ବିଭାଗଠାରେ କୋରାପୁଟ ବିଧାୟକ ରଘୁରାମ ପୋଡାଲ ମୃତକଙ୍କ ମା’ ରଇଲା ମାଝିଙ୍କୁ ୨ ଲକ୍ଷ ଟଙ୍କାର ଏକ ଡ୍ରାଫ୍ଟ ପ୍ରଦାନ କରିଛନ୍ତି । ବିଧାୟକ ଓ ଜିଲା ପ୍ରଶାସନର ମିଳିତ ଉଦ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ସମ୍ପୃକ୍ତ ପରିବାରକୁ ପ୍ରଦାନ କରାଯାଇଛି । ଏଥିରେ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ବିଭାଗର ବରିଷ୍ଠ କିରାଣି ପ୍ରକାଶ ସାମଲ, ବିଜେଡି ଯୁବ ନେତା ସୁରେଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?