ସଡ଼କ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ମାର୍ଶାଘାଇ,୨୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ପାରାଦୀପ ୫ ନଂ.(କ) ଜାତୀୟ ରାଜପଥର ବାଲିସୁଆଁ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଦୁଇ ଜଣ ଯୁବକ ବାଇକ ଯୋଗେ ପାରାଦୀପ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଖବରପାଇ ମାର୍ଶାଘାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ଉଭୟଙ୍କୁ ମାର୍ଶାଘାଇ ମେଡ଼ିକାଲକୁ ଆଣିଥିଲେ। ତେବେ ମୃତକ ଜଣକ ନୟାଗଡ଼ ଜିଲା ରଣପୁର ଥାନା ମଝିଆଖଣ୍ଡ ଗାଁର ସୁବାସ ଚନ୍ଦ୍ର ବିଶ୍ବାଳ(୩୦)ଏବଂ ଗୁରୁତର ଜଣକ ନିରାକାରପୁର ଗାଁର ପ୍ରସନ୍ନ କୁମାର ସେଠୀ(୩୨) ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ପାରାଦୀପରେ ରହି ଟ୍ରକ ଚଳାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?