ସତ ମାନିଲା ପାକ୍‌:ହାଫିଜ୍‌ଙ୍କ ପାଇଁ ଖର୍ଚ୍ଚ କରିଛୁ କୋଟି କୋଟି

ଇସ୍‌ଲାମାବାଦ,୧୩-୯:ଅକଳରେ ପଡ଼ି ଶେଷରେ ସତ ମାନିଛି ପାକିସ୍ତାନ। ବମ୍ବେ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ତାଙ୍କ ସଙ୍ଗଠନ ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି) ପଛରେ ପାକିସ୍ତାନ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିବା ସେଠାକାର ସ୍ବରାଷ୍ଟ୍ରମନ୍ତ୍ରୀ ଐଜାଜ୍‌ ଅହମ୍ମଦ ସ୍ବୀକାର କରିଛନ୍ତି।
ଘରୋଇ ଟିଭି ଚ୍ୟାନେଲ ‘ହମ୍‌ ନ୍ୟୁଜ୍‌’ର ଏକ ଆଲୋଚନାରେ ଭାଗନେଇ ଐଜାଜ୍‌ କହିଛନ୍ତି, ଆତଙ୍କବାଦୀ ହାଫିଜ୍‌ ସୟିଦଙ୍କ ନିଷିଦ୍ଧ ଘୋଷିତ ଜେୟୁଡି ପଛରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଆତଙ୍କବାଦୀମାନଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ସେ ଯୁକ୍ତି ବାଢ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri