ସଦାଚାର ଗୃହ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର,୨୭।୮(ବ୍ୟୁରୋ)- ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସଦାଚାର ଗୃହ କମିଟିର ପ୍ରଥମ ବୈଠକ ବିଧାନସଭାର ୫୩ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷ ସମସ୍ତ ସଦସ୍ୟମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ କମିଟିର ଭବିଷ୍ୟତ କାର୍ଯ୍ୟପନ୍ଥା ଓ କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ଏହି କମିଟିର ସଭ୍ୟା/ସଭ୍ୟଥିବା ବିଧାୟକ ପ୍ରଦୀପ କୁମାର ଅମାତ, ପ୍ରଫୁଲ୍ଲ କୁମାର ସାମଲ, ସ୍ନେହାଙ୍ଗିନୀ ଛୁରିଆ, ପ୍ରଶାନ୍ତ କୁମାର ମୁଦୁଲି, ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ଶଙ୍କର ଓରାମ୍‌, ଦାଶରଥୀ ଗୋମାଙ୍ଗୋ, ପ୍ରିତମ ପାଢ଼ୀ, ଶ୍ରୀମତୀ ସାବିତ୍ରୀ ଅଗ୍ରୱାଲା, ଜୟନ୍ତ କୁମାର ଷଡଙ୍ଗୀ ଏବଂ ବିଧାନସଭା ସଚିବ ଦାଶରଥୀ ଶତପଥୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri