ସନ୍ଦେହ ଜନକ ମୃତ୍ୟୁ: ଥାନାରେ ମାମଲା

ଧାମନଗର ୩।୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ସରପୁର ଗ୍ରାମରେ ନିରଞ୍ଜନ ପତିଙ୍କର ୫୩ ବର୍ଷ ବୟସରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି । ସେ ଅସୁସ୍ଥ ହୋଇ ପଡିବାରୁ ପରିବାର ଲୋକେ ତାଙ୍କୁ ଭଦ୍ରକ ମେଡିକାଲ ନେଇଯାଇଥିଲେ । ସେଠାରେ ଡାକ୍ତର ମୃତ ଘୋଷଣ କରିଥିଲେ । ଧୂଷୁରୀ ଥାନା ପୋଲିସ ଏ ନେଇ ଏକ ଅପମତ୍ୟୁ ମାମଲା (ନଂ.୨୧/୧୯ ନଂ) ରୁଜୁ କରି ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ରିପୋଟ ଆସିଲେ କାରଣ ସ୍ପଷ୍ଟ ହେବ ବୋଲି ତଦନ୍ତ ଅଧିକାରୀ ଥାନା ଏଏସଆଇ ଧୃତରାଷ୍ଟ୍ର ମଲ୍ଲିକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?