ସନ୍ଧ୍ୟାଧୂପରେ ପଖାଳ

‘ଯଥା ଦେହେ ତଥା ଦେବେ’ କର୍ମକାଣ୍ଡ ବିଜ୍ଞାନର ଏହି ରହସ୍ୟକୁ ଆଧାର କରି ମହାପ୍ରଭୁଙ୍କ ଉପାସନା ପ୍ରଚଳିତ। ଏହା ମଧ୍ୟ ଆମ ସନାତନ ପରମ୍ପରା ସ୍ବୀକୃତ। ଓଡ଼ିଆ ପରମ୍ପରାରେ ଖାଦ୍ୟର ଯେଉଁ ବିଶେଷତ୍ୱ ରହିଛି ତାହା ମଧ୍ୟରୁ ପଖାଳ ଅନ୍ୟତମ। ଲୋକ ଜୀବନରେ ଉଷୁନା ପଖାଳ ଓ ଅରୁଆ ପଖାଳ ପାଞ୍ଚଟି ନାମ ଧାରଣ କରିଛି। ମହାପ୍ରଭୁଙ୍କ ଉପାସନାରେ କେବଳ ଅରୁଆ ପଖାଳ ପ୍ରଚଳନ ବ୍ୟବସ୍ଥା ରହିଛି। ଆଠକାଳି ବାରମାସୀ ପଖାଳ ପରମ୍ପରା ପ୍ରଚଳିତ ଥିବା ବେଳେ ମହାପ୍ରଭୁଙ୍କ ଉପାସନାରେ ମଧ୍ୟ ବାରମାସ ଏହି ପରମ୍ପରା ଦେଖାଯାଏ। ସାଧାରଣ ଲୋକଟିଏ ଯେପରି ପଖାଳପ୍ରିୟ, ମହାପ୍ରଭୁ ମଧ୍ୟ ପଖାଳପ୍ରିୟ। ସାଧାରଣ ଜୀବନରେ ଆବଶ୍ୟକତା ଅନୁଯାୟୀ ମଣିଷଟିଏ ଦିନରେ ଏବଂ ରାତିରେ ପଖାଳ ଗ୍ରହଣ କରୁଥିବା ବେଳେ ମହାପ୍ରଭୂ କେବଳ ସନ୍ଧ୍ୟାଧୂପରେ ପଖାଳଭୋଗ ଗ୍ରହଣ କରନ୍ତି। ପ୍ରକାର ଭେଦରେ ଏଗୁଡିକ ବିଭିନ୍ନ ପ୍ରକାରର ରହିଥାଏ। ଅଦା ପକାଯାଇ ଚୁପୁଡା ପଖାଳ, ଟଭାରେ ଟଭା ପଖାଳ, ଜିରା, ଅଦା ଓ ମସଲା ଦ୍ୱାରା ପ୍ରସ୍ତୁତ ସୁବାସିତ ପଖାଳ ଏବଂ ଦହିରେ ହୋଇଥାଏ ଦହି ପଖାଳ। ଶ୍ରୀଗୁଣ୍ଡିଚାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମୟକୁ ଛାଡିଦେଲେ ବାକି ବର୍ଷର ସମସ୍ତ ଦିବସ ଦାରୁଦିଅଁ ପଖାଳରେ ଆତ୍ମସନ୍ତୋଷ ପାଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri